ଫେରୁଛି ପୋସ୍କୋ, ବଢିଲା ଆଶା | Odisha Reporter
ଦକ୍ଷିଣ କୋରିଆ କମ୍ପାନୀ ପସ୍କୋ ପ୍ରାୟ ୧୯ବର୍ଷ ପରେ ଓଡ଼ିଶା ଫେରିବ । ଆଉ ଇସ୍ପାତ କ୍ଷେତ୍ରରେ ପୁଞ୍ଜିନିବେଶ କରିବ । ବିଶ୍ୱର ସପ୍ତମ ବୃହତମ ଇସ୍ପାତ ଉତ୍ପାଦନକାରୀ ପସ୍କୋ ଜେଏସଡବ୍ଲ୍ୟୁ ସହ ଏମଓୟୁ ସ୍ୱାକ୍ଷର କରି ଇସ୍ପାତ, ବ୍ୟାଟେରୀ ସାମଗ୍ରୀ ଓ ଅକ୍ଷୟଶକ୍ତି କ୍ଷେତ୍ରରେ ପୁଞ୍ଜିନିବେଶ କରିବାକୁ ସହମତ ହୋଇଛି । ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
