Advertisment

ପୁଣି ଓଡ଼ିଶା ଫେରିବ ପସ୍କୋ

ଦକ୍ଷିଣ କୋରିଆ କମ୍ପାନୀ ପସ୍କୋ ପ୍ରାୟ ୧୯ବର୍ଷ ପରେ ଓଡ଼ିଶା ଫେରିବ ।

ଅଦ୍ୟତନ ହୋଇଛି
Advertisment

ଦକ୍ଷିଣ କୋରିଆ କମ୍ପାନୀ ପସ୍କୋ ପ୍ରାୟ ୧୯ବର୍ଷ ପରେ ଓଡ଼ିଶା ଫେରିବ । ଆଉ ଇସ୍ପାତ କ୍ଷେତ୍ରରେ ପୁଞ୍ଜିନିବେଶ କରିବ । ବିଶ୍ୱର ସପ୍ତମ ବୃହତମ ଇସ୍ପାତ ଉତ୍ପାଦନକାରୀ ପସ୍କୋ ଜେଏସଡବ୍ଲ୍ୟୁ ସହ ଏମଓୟୁ ସ୍ୱାକ୍ଷର କରି ଇସ୍ପାତ, ବ୍ୟାଟେରୀ ସାମଗ୍ରୀ ଓ ଅକ୍ଷୟଶକ୍ତି କ୍ଷେତ୍ରରେ ପୁଞ୍ଜିନିବେଶ କରିବାକୁ ସହମତ ହୋଇଛି । ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha POSCO
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe