Advertisment

ଗୁଜରାଟକୁ ମିଳିଲା ବିଶ୍ୱର ସର୍ବବୃହତ ଡାଇମଣ୍ଡ ବୁର୍ସ

ଗୁଜରାଟର ସୁରଟକୁ ମିଳିଲା ବିଶ୍ୱର ସର୍ବବୃହତ ଡାଇମଣ୍ଡ ବୁର୍ସ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହାକୁ ଉଦ୍‌ଘାଟନ କରିଛନ୍ତି।

Advertisment

ଗୁଜରାଟର ସୁରଟକୁ ମିଳିଲା ବିଶ୍ୱର ସର୍ବବୃହତ ଡାଇମଣ୍ଡ ବୁର୍ସ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହାକୁ ଉଦ୍‌ଘାଟନ କରିଛନ୍ତି। ସୁରଟର ଏହି ଡାଇମଣ୍ଡ୍ ବୁର୍ସ ବିଶ୍ୱର ବୃହତ୍ତମ ଅଫିସ ସ୍ପେଶ୍‌ ଅଟେ। ଏହା ଆଗକୁ ବୃହତ୍ତମ ହୀରା ବ୍ୟବସାୟ ପେଣ୍ଠସ୍ଥଳ ମଧ୍ୟ ବନିବ। ସୁରଟ ଡାଇମଣ୍ଡ ବୁର୍ସକୁ ଆମେରିକାର ସେନା ମୁଖ୍ୟାଳୟ ପେଣ୍ଟାଗନ ଠାରୁ ମଧ୍ୟ ବିଶାଳ ବୋଲି କୁହାଯାଉଛି। ସାଢ଼େ ୩୫ ଏକର ଜାଗାରେ ନିର୍ମିତ ଏହି ହୀରା ବଜାରରେ ୪ହଜାର ୭ଶହରୁ ଅଧିକ ଅଫିସ୍ ରହିଛି।

Advertisment
Gujarat Surat Diamond Bourse
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe