ଟିସିଏସର କ୍ୟାମ୍ପସ୍ ଫେଜ-୨କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦେଶର ପ୍ରମୁଖ ଆଇଟି ସେବା ପ୍ରଦାନକାରୀ କମ୍ପାନୀ ଟାଟା କନସଲଟାନ୍ସି ସର୍ଭିସେସ (ଟିସିଏସ)ର ଭୁବନେଶ୍ୱର କଳିଙ୍ଗ ପାର୍କସ୍ଥିତ କ୍ୟାମ୍ପସ ଫେଜ-୨କୁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଏହି ଅବସରରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଏବଂ ବିଧାୟକ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଓଡିଶାରେ ଆଇଟି କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବା ପାଇଁ ଆଗାମୀ ୫ବର୍ଷ ଭିତରେ ୪ହଜାର […]

tcs new campus-2

tcs new campus-2

Rakesh Mallick
  • Published: Thursday, 10 December 2015
  • Updated: 10 December 2015, 05:00 PM IST

Sports

Latest News

ଭୁବନେଶ୍ୱର: ଦେଶର ପ୍ରମୁଖ ଆଇଟି ସେବା ପ୍ରଦାନକାରୀ କମ୍ପାନୀ ଟାଟା କନସଲଟାନ୍ସି ସର୍ଭିସେସ (ଟିସିଏସ)ର ଭୁବନେଶ୍ୱର କଳିଙ୍ଗ ପାର୍କସ୍ଥିତ କ୍ୟାମ୍ପସ ଫେଜ-୨କୁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଏହି ଅବସରରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଏବଂ ବିଧାୟକ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଓଡିଶାରେ ଆଇଟି କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବା ପାଇଁ ଆଗାମୀ ୫ବର୍ଷ ଭିତରେ ୪ହଜାର କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos