ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁର ବିଲ୍

ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଗୃହରେ ଶାସକ ଓ ବିରୋଧୀ ଉଠାଇବେ।

Assembly

ବିଧାନସଭା

Tapaswini Nayak
  • Published: Friday, 09 February 2024
  • Updated: 09 February 2024, 08:01 AM IST

Sports

Latest News

ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁର ବିଲ୍। ପ୍ରଶ୍ନ କାଳରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଶିଳ୍ପ, ବୟନ ଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ, ଶକ୍ତି ମହିଳା ଓ ଶିଶୁ ବିକାଶ ମିଶନ ଶକ୍ତି ବିଭାଗ ସମ୍ପର୍କରେ ପ୍ରଶ୍ନକାଳରେ ଆଲୋଚନା ରହିଛି।

Also Read

ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଗୃହରେ ଶାସକ ଓ ବିରୋଧୀ ଉଠାଇବେ। ଏହାପରେ ଅର୍ଥମନ୍ତ୍ରୀ ଆଗତ କରିଥିବା ବଜେଟ୍ ସମ୍ପର୍କରେ ଆଲୋଚନା ଆରମ୍ଭ ହେବ। ଷୋଡ଼ଶ ବିଧାନସଭାର ଏହା ଶେଷ ଅଧିବେଶନ ହୋଇଥିବାରୁ, ଅପରାହ୍ନରେ ସମସ୍ତ ବିଧାୟକଙ୍କର ଏକ ଫଟୋ ସେସନ୍ କରାଯିବ।

ସୂଚନାଯୋଗ୍ୟ,ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ଆସନ୍ତା ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨.୫୫ଲକ୍ଷ କୋଟି ଟଙ୍କାର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଥିଲେ। ତେବେ ଏପ୍ରିଲରୁ ଜୁଲାଇ ପର୍ଯ୍ୟନ୍ତ ପ୍ରଥମ ୪ମାସ ପାଇଁ ଏଥିରୁ ୧.୧୮ଲକ୍ଷ କୋଟି ଟଙ୍କାର ଲେଖାନୁଦାନ(କାମଚଳା ବଜେଟ)କୁ ପାରିତ ନିମନ୍ତେ ଗୃହର ଅନୁମତି ଲୋଡ଼ିଥିଲେ। ନିର୍ବାଚନ ପୂର୍ବରୁ ନବୀନ ପଟ୍ଟନାୟକ ସରକାରର ପଂଚମ ପାଳିର ଏହା ଶେଷ ବଜେଟ୍ ହୋଇଥିବାବେଳେ ପଶ୍ଚିମଓଡ଼ିଶା ବିକାଶ ପରିଷଦ ପାଇଁ ବାର୍ଷିକ ଅନୁଦାନ ପରିମାଣକୁ ୫୦୦କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ୨୦୨୪-୨୫ରେ ରାଜ୍ୟର ଋଣବୋଝ ପରିମାଣ ମୋଟ ଜିଡିପି ତୁଳନାରେ ୧୨.୪%ରୁ ବୃଦ୍ଧି ପାଇଁ ୧୩.୧% ହେବ ଅର୍ଥାତ୍ ୨୦୨୫ମାର୍ଚ୍ଚ ଶେଷ ସୁଦ୍ଧା ରାଜ୍ୟର ଋଣବୋଝ ୧ଲକ୍ଷ ୨୦ହଜାର ୮୯୬କୋଟି ଟଙ୍କା ଛୁଇଁବ ବୋଲି ସରକାରଙ୍କ ପକ୍ଷରୁ ଆକଳନ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story