ନୂଆଦିଲ୍ଲୀ: ଆଜି ଉଜ୍ଜଲା ଯୋଜନାର ଶୁଭାରମ୍ଭ ହୋଇଛି। ଉତ୍ତରପ୍ରଦେଶ ବାଳିଆରେ ଆୟୋଜିତ ଏକ ବର୍ଣ୍ଣାଢ଼୍ୟ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଉତ୍ସବରେ ଉତ୍ତରପ୍ରଦେଶ ରାଜ୍ୟପାଳ ରାମ ନାଏକ, କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ରମନ୍ତ୍ରୀ କଲରାଜ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।
ଏହି ଯୋଜନାରୁ ଗରିବ ରେଖା ତଳେ ରହୁଥିବା ୫ କୋଟି ପରିବାରର ମହିଳାମାନ ସୁବିଧା ପାଇବେ। ବିପିଏଲ୍ ପରିବାର ଲୋକଙ୍କୁ ମାଗଣାରେ ଗ୍ୟାସ୍ କନେକସନ୍ ଆସନ୍ତା ୩ ବର୍ଷ ପର୍ଯ୍ୟନ୍ତ ଦିଆଯିବ। ସ୍ୱେଚ୍ଛାକୃତ ଭାବେ ଗ୍ୟାସ୍ ସବ୍ସିଡି ନେଉ ନ ଥିବା ଲୋକଙ୍କ ନିକଟରୁ ଏଯାଏଁ ପ୍ରାୟ ୧ କୋଟି ୧୩ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ ହୋଇପାରିଛି। ଏହି ଟଙ୍କା ଗରିବ ଲୋକଙ୍କ ବିକାଶର ସହାୟ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।