ନୂଆଦିଲ୍ଲୀ: ସରକାରୀ ଟେଲିକମ୍ କଂପାନୀ ବିଏସ୍ଏନ୍ଏଲ୍ ଏହାର ଗ୍ରାହକମାନଙ୍କ ପାଇଁ ଆଣିଛି ନୂଆ ଅଫର୍। ଏହି ନୂଆ ଅଫରର ନାଁ ବିଏସ୍ଏନ୍ଏଲ୍ ସିକ୍ସର ୬୬୬। ଏହି ପ୍ଲାନ୍ ଅନୁଯାୟୀ ପ୍ରିପେଡ୍ ଗ୍ରାହକମାନଙ୍କୁ ୬୬୬ ଟଙ୍କାର ରିଚାର୍ଜ କରିବାକୁ ପଡ଼ିବ। ଏହା ପରେ ସେମାନେ ଯେକୌଣସି ନମ୍ବରକୁ ଅନ୍ଲିମିଟେଡ୍ କଲ୍ କରିପାରିବେ। ଏହା ବ୍ୟତୀତ ପ୍ରତିଦିନ ଦୁଇ ଜିବି ଡାଟା ମିଳିବ। ଏହି ଅଫର ୬୦ ଦିନ ପାଇଁ ରହିଛି। ଅର୍ଥାତ୍ ୬୦ ଦିନରେ ମୋଟ ୧୨୦ ଜିବି ଡାଟା ମିଳିବ। ୬୦ ଦିନ ପରେ ଗ୍ରାହକମାନଙ୍କ ପାଇଁ ମନ ଖୋଲି କଥା ହେବାକୁ ୩୪୯, ଟ୍ରିପଲ୍ ଏସ୍ ୩୩୩ ଓ ବିଏସ୍ଏନ୍ଏଲ୍ ୪୪୪ ଭଳି ପ୍ଲାନ୍ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।