ପରିବା ଦେହରେ ହାତ ମାରି ହେଉନି | Vegetable Price Hike | Odisha Reporter
Advertisment
ରାଜ୍ୟର ବିଭିନ୍ନ ସ୍ଥାନରେ ଆକାଶ ଛୁଆଁ ପରିବା ଦର । କାର୍ତ୍ତିକ ମାସ ଆରମ୍ଭରୁ ପରିବା ଦର ଉପର ମୁହାଁ । ୫୦୦ ଟଙ୍କାରେ ବି ପୁରୁନି ବ୍ୟାଗ୍ । ଭୁବନେଶ୍ୱର ଏକ ନମ୍ବର ମାର୍କେଟକୁ ଆସିଥିବା ଗ୍ରାହକ କଣ କହିଲେ ଶୁଣନ୍ତୁ...
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us