ନୂଆଦିଲ୍ଲୀ: ଭାରତରେ ଆଜି ଲଞ୍ଚ୍ ହୋଇଛି Vivo V17 Pro ସ୍ମାର୍ଟଫୋନ୍। ଗ୍ରାହକମାନେ ଏହାକୁ ଫ୍ଲିପ୍କାର୍ଟରୁ କିଣି ପାରିବେ। ଏହାର ମୂଲ୍ୟ ୨୯,୯୯୦ ଟଙ୍କା ରହିଛି।
Vivo V17 Proର ଫିଚର୍
- ଫ୍ରଣ୍ଟରେ ୩୨ ମେଗାପିକ୍ସେଲ୍ ଓ ୮ମେଗାପିକ୍ସେଲ୍ ଡୁଆଲ୍ ସେଲ୍ଫି ପପ୍-ଅପ୍ ସେଲ୍ଫି କ୍ୟାମେରା ସେଟଅପ୍ ରହିଛି। ଏଥିରେ ଆପଣ ସୁପର ନାଇଟ୍ ସେଲ୍ଫି ନେଇପାରିବେ।
- ୧୦୫ ଡିଗ୍ରୀ ୱାଇଡ୍ ଆଙ୍ଗେଲ୍ ଲେନ୍ସ
- ୧୬.୪୪ ଇଞ୍ଚ୍ E3 super amoled ଡିସ୍ପ୍ଲେ
- ୮ ଜିବି ରାମ୍
- ୧୨୮ ଜିବି ଷ୍ଟୋରେଜ୍
- ୪୧୦୦ ଏମ୍ଏଚ୍ ବ୍ୟାଟେରୀ
- ଏହାର ପଛରେ ୪୮ ମେଗାପିକ୍ସେଲର ପ୍ରାଇମେରୀ କ୍ୟାମେରା, ୮ ମେଗାପିକ୍ସେଲ୍ ସେକେଣ୍ଡାରୀ କ୍ୟାମେରା ସହ ୧୩ ମେଗାପିକ୍ସେଲ୍ ଟେଲିଫୋଟୋ କ୍ୟାମେରା ରହିଛି। ଏହା ସହିତ ଏଥିରେ ୨ ମେଗାପିକ୍ସେଲ୍ର ଡେପ୍ଥ ସେନ୍ସର୍ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଟାରିଫ୍ ନିୟମରେ ସଂଶୋଧନ, ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ୍
ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Business
ଧାମନଗର ଟେକ୍ସଟାଇଲ ପାର୍କ ପାଇଁ ୪ ହଜାର କୋଟି ମଞ୍ଜୁର; ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସୂର୍ଯ୍ୟବଂଶୀ ସୂରଜ
ଏହି ଉଦ୍ୟୋଗ ଯୋଗୁଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୬ ହଜାର ନିଯୁକ୍ତି ସୃଷ୍ଚି ହେବ ଏବଂ ଭଦ୍ରକ ଜିଲ୍ଲା ଶିଳ୍ପ ସମୃଦ୍ଧ ହୋଇପାରିବ।
Business
ଲୋନ୍ ଶୁଝି ପାରୁ ନାହାନ୍ତି ଅମ୍ବାନୀ, ଜିନ୍ଦଲ; ୧୦ ବର୍ଷରେ ୧୨ ଲକ୍ଷ କୋଟି ଛାଡ଼
ବ୍ୟାଙ୍କ ଲୋନ୍ ଶୁଝି ପାରୁ ନାହାନ୍ତି ଅମ୍ବାନୀ, ଜିନ୍ଦଲ ଓ ଜୟପ୍ରକାଶଙ୍କ ପରି ପ୍ରତିଷ୍ଠିତ ବିଜନେସମ୍ୟାନ୍। ଫଳରେ ଋଣ ଛାଡ଼ ପାଇଁ ବାଧ୍ୟ ହେଉଛନ୍ତି ସରକାରୀ ଓ ଘରୋଇ ବ୍ୟାଙ୍କ। ଗତ ୧୦ ବର୍ଷ ମଧ୍ୟରେ ଉଭୟ ସରକାରୀ ଓ ଘରୋଇ ବ୍ୟାଙ୍କଗୁଡ଼ିକ ୧୨ ଲକ୍ଷ କୋଟି ଛାଡ଼ କରିଛନ୍ତି।
Business
ଖୁବଶୀଘ୍ର ଏଟିଏମରୁ ଉଠିପାରିବ ପିଏଫ୍ ଟଙ୍କା!
ଖୁବଶୀଘ୍ର ହିତାଧିକାରୀ ସିଧାସଳଖ ଏଟିଏମ୍ ମାଧ୍ୟମରେ ସେମାନଙ୍କ କ୍ଲେମ ରାଶି ସହଜରେ ପାଇପାରିବେ। କର୍ମଚାରୀମାନଙ୍କ ସହଜ ଜୀବନଧାରଣରେ ଉନ୍ନତି ଆଣିବା ପାଇଁ ପ୍ରକ୍ରିୟାକୁ ସରଳ କରୁଛୁ କହିଲେ ଶ୍ରମ ସଚିବ।