ନୂଆଦିଲ୍ଲୀ: Vivo ଭିଏତନାମରେ ତା’ର ନୂଆ ଫୋନ୍ Vivo Y11 (2019) ଲଞ୍ଚ୍ କରିଛି। ଏହାକୁ କମ୍ପାନୀ ୩ ଜିବି ରାମ୍ ଓ ୩୨ ଜିବି ଷ୍ଟୋରେଜ୍ ସହ ଗୋଟିଏ ଭ୍ୟାରିୟାଣ୍ଟରେ ଲଞ୍ଚ୍ କରିଛି। ଏହାର ମୂଲ୍ୟ ଭାରତୀୟ ମୁଦ୍ରରେ ପ୍ରାୟ ୯,୨୦୦ ଟଙ୍କା ରହିଛି। ତେବେ ସାରା ବିଶ୍ୱରେ କେବେ ଏହି ଫୋନ୍କୁ କମ୍ପାନୀ ଲଞ୍ଚ୍ କରିବ, ସେ ନେଇ କିଛି କହି ନାହିଁ। ଆଶା କରାଯାଉଛି, ଖୁବ୍ ଶୀଘ୍ର ଏହା ଭାରତ ଓ ଚୀନରେ ଲଞ୍ଚ୍ ହେବ। ଭାରତରେ ମଧ୍ୟ ଏହାର ମୂଲ୍ୟ ସେହି ୯,୨୦୦ ଟଙ୍କା ପାଖାପାଖି ରହିପାରେ।
ଫିଚର୍:
ଡିସ୍ପ୍ଲେ ସାଇଜ୍: ୬.୩୫ ଇଞ୍ଚ୍
ଡିସ୍ପ୍ଲେ ଟାଇପ୍: ଫୁଲ୍ ଏଚ୍ଡି, 720×1544 ପିକ୍ସେଲ୍
ଆଣ୍ଡ୍ରଏଡ୍ ଭର୍ସନ: ଆଣ୍ଡ୍ରଏଡ୍ 9 ପାଇ
ପ୍ରୋସେସର୍: ଅକ୍ଟାକୋର କ୍ୱାଲକମ୍ ସ୍ନାପ୍ଡ୍ରାଗନ୍ 439
ରାମ୍: 3 GB
ଷ୍ଟୋରେଜ୍: 32 GB
କଲର ଅପ୍ସନ୍: କୋରାଲ୍ ରେଡ୍ ଓ ଜେଡ୍ ଗ୍ରୀନ୍
ରିୟର କ୍ୟାମେରା: 13 MP(f/2.2)+2MP(f/2.4)
ଫ୍ରଣ୍ଟ୍ କ୍ୟାମେରା: 8 MP(f/1.8)
ବ୍ୟାଟେରୀ: 5000mAh
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଟାରିଫ୍ ନିୟମରେ ସଂଶୋଧନ, ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ୍
ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Business
ଧାମନଗର ଟେକ୍ସଟାଇଲ ପାର୍କ ପାଇଁ ୪ ହଜାର କୋଟି ମଞ୍ଜୁର; ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସୂର୍ଯ୍ୟବଂଶୀ ସୂରଜ
ଏହି ଉଦ୍ୟୋଗ ଯୋଗୁଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୬ ହଜାର ନିଯୁକ୍ତି ସୃଷ୍ଚି ହେବ ଏବଂ ଭଦ୍ରକ ଜିଲ୍ଲା ଶିଳ୍ପ ସମୃଦ୍ଧ ହୋଇପାରିବ।
Business
ଲୋନ୍ ଶୁଝି ପାରୁ ନାହାନ୍ତି ଅମ୍ବାନୀ, ଜିନ୍ଦଲ; ୧୦ ବର୍ଷରେ ୧୨ ଲକ୍ଷ କୋଟି ଛାଡ଼
ବ୍ୟାଙ୍କ ଲୋନ୍ ଶୁଝି ପାରୁ ନାହାନ୍ତି ଅମ୍ବାନୀ, ଜିନ୍ଦଲ ଓ ଜୟପ୍ରକାଶଙ୍କ ପରି ପ୍ରତିଷ୍ଠିତ ବିଜନେସମ୍ୟାନ୍। ଫଳରେ ଋଣ ଛାଡ଼ ପାଇଁ ବାଧ୍ୟ ହେଉଛନ୍ତି ସରକାରୀ ଓ ଘରୋଇ ବ୍ୟାଙ୍କ। ଗତ ୧୦ ବର୍ଷ ମଧ୍ୟରେ ଉଭୟ ସରକାରୀ ଓ ଘରୋଇ ବ୍ୟାଙ୍କଗୁଡ଼ିକ ୧୨ ଲକ୍ଷ କୋଟି ଛାଡ଼ କରିଛନ୍ତି।
Business
ଖୁବଶୀଘ୍ର ଏଟିଏମରୁ ଉଠିପାରିବ ପିଏଫ୍ ଟଙ୍କା!
ଖୁବଶୀଘ୍ର ହିତାଧିକାରୀ ସିଧାସଳଖ ଏଟିଏମ୍ ମାଧ୍ୟମରେ ସେମାନଙ୍କ କ୍ଲେମ ରାଶି ସହଜରେ ପାଇପାରିବେ। କର୍ମଚାରୀମାନଙ୍କ ସହଜ ଜୀବନଧାରଣରେ ଉନ୍ନତି ଆଣିବା ପାଇଁ ପ୍ରକ୍ରିୟାକୁ ସରଳ କରୁଛୁ କହିଲେ ଶ୍ରମ ସଚିବ।