ଅଜଗରକୁ ଗିଳିଦେଲା ଅହିରାଜ

<p>ବିଷଧର ସାପ ଅହିରାଜର ପ୍ରିୟ ଖାଦ୍ୟ ସାପ ଓ ସରୀସୃପ ।ଏଭଳି ଏକ ଘଟଣା ଆଜି ଦେଖିବାକୁ ମିଳିଛି ସାତକୋଶିଆ ଅଭୟାରଣ୍ୟ ଅନ୍ତର୍ଗତ କରଡାପଡା ଗ୍ରାମରେ । ପ୍ରାୟ ୧୧ ଫୁଟର ଅହିରାଜ ସାପଟି ୪ ଫୁଟ ଲମ୍ବର ଅଜଗର ସାପକୁ ଗିଳି ଦେଇ କରଡାପଡା ଗ୍ରାମର ଜଣେ ବ୍ୟକ୍ତିଙ୍କ ରୋଷେଇ ଘର ଭିତରକୁ ପଶି ଯାଇଥିଲା ।ପରିବାର ଲୋକେ ଘର ଭିତରେ ଏତେ ବଡ ସାପ ଦେଖି ବନ ବିଭାଗକୁ ଖବର ଦେଇଥିଲେ ।</p>

Ordigital Desk
  • Published: Wednesday, 19 January 2022
  • Updated: 19 January 2022, 06:17 PM IST

Sports

Latest News

<p>ବିଷଧର ସାପ ଅହିରାଜର ପ୍ରିୟ ଖାଦ୍ୟ ସାପ ଓ ସରୀସୃପ ।ଏଭଳି ଏକ ଘଟଣା ଆଜି ଦେଖିବାକୁ ମିଳିଛି ସାତକୋଶିଆ ଅଭୟାରଣ୍ୟ ଅନ୍ତର୍ଗତ କରଡାପଡା ଗ୍ରାମରେ । ପ୍ରାୟ ୧୧ ଫୁଟର ଅହିରାଜ ସାପଟି ୪ ଫୁଟ ଲମ୍ବର ଅଜଗର ସାପକୁ ଗିଳି ଦେଇ କରଡାପଡା ଗ୍ରାମର ଜଣେ ବ୍ୟକ୍ତିଙ୍କ ରୋଷେଇ ଘର ଭିତରକୁ ପଶି ଯାଇଥିଲା ।ପରିବାର ଲୋକେ ଘର ଭିତରେ ଏତେ ବଡ ସାପ ଦେଖି ବନ ବିଭାଗକୁ ଖବର ଦେଇଥିଲେ ।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos