ରାଜ୍ୟରେ କରୋନାରେ ଆଉ ୧୧ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୨୧ରେ ପହଞ୍ଚି ଯାଇଛି। ବାଲେଶ୍ୱର, ବଲାଙ୍ଗିର, ଗଞ୍ଜାମ ଓ ମାଲକାନଗିରିରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଭଦ୍ରକ, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। 2.A 50 year old female […]

corona-7

corona-7

Niharika Rout
  • Published: Tuesday, 22 September 2020
  • Updated: 22 September 2020, 11:46 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୨୧ରେ ପହଞ୍ଚି ଯାଇଛି।

ବାଲେଶ୍ୱର, ବଲାଙ୍ଗିର, ଗଞ୍ଜାମ ଓ ମାଲକାନଗିରିରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଭଦ୍ରକ, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।


ଏହା ସହିତ ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୨୧୮ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧାରେ ୧୦୬, ବାଲେଶ୍ୱରରେ ୧୯, ଭଦ୍ରକରେ ୧୨, ବଲାଙ୍ଗିରରେ ୧୭, ମାଲକାନଗିରିରେ ୧୦ ଓ ପୁରୀରେ ୩୮ରେ ପହଞ୍ଚିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos