ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧ ରେ ପହଞ୍ଚି ଯାଇଛି।

ଆଜି  ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ସେହିପରି ପୁରୀରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ବଲାଙ୍ଗୀର, ନୂଆପଡା, ବାଲେଶ୍ୱର, ଭୁବନେଶ୍ୱରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 

 

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।