ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧ ରେ ପହଞ୍ଚି ଯାଇଛି। ଆଜି  ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ସେହିପରି ପୁରୀରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ବଲାଙ୍ଗୀର, ନୂଆପଡା, ବାଲେଶ୍ୱର, ଭୁବନେଶ୍ୱରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform […]

coorna-91

coorna-91

Niharika Rout
  • Published: Wednesday, 21 October 2020
  • Updated: 21 October 2020, 11:51 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧ ରେ ପହଞ୍ଚି ଯାଇଛି।

ଆଜି  ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ସେହିପରି ପୁରୀରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ବଲାଙ୍ଗୀର, ନୂଆପଡା, ବାଲେଶ୍ୱର, ଭୁବନେଶ୍ୱରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story