Advertisment

ରାଜ୍ୟରେ ଆଖି ବୁଜିଲେ ୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ  ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୫୭ରେ ପହଞ୍ଚି ଯାଇଛି। Regret to inform the demise of seventeen numbers of #COVID19 positive patients while under treatment in hospitals. 1.A 36-year-old male of Balangir district. 2.A 60-year-old male […]

ଅଦ୍ୟତନ ହୋଇଛି
ରାଜ୍ୟରେ ଆଖି ବୁଜିଲେ ୧୭ କରୋନା ଆକ୍ରାନ୍ତ

corona-2.4

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ  ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୫୭ରେ ପହଞ୍ଚି ଯାଇଛି।

Advertisment

Advertisment

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe