ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଏହିକ୍ରମରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରେ ୨୭୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟାଇନରୁ ୬୮ ଓ ଲୋକାଲ୍ କେସ୍ ୨୦୩ ରହିଛି।
https://twitter.com/bmcbbsr/status/1315599232460451841?s=20
ସେହିପରି ଆଜି ୩୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏନେଇ ବିଏମସି ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଆଜି ରସୁଲଗଡ଼ରୁ ୧୦, ବରମୁଣ୍ଡା ଓ ଆଇଆର୍ସି ଭିଲେଜରୁ ୯, ନୟାପଲ୍ଲୀ ଓ ଭିଏସ୍ଏସ୍ ନଗରରୁ ୮, ପାତ୍ରପଡ଼ାରୁ ୭, ସୁନ୍ଦରପଦା ଓ ଖଣ୍ଡଗିରିରୁ ୬ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।