ରାଜଧାନୀରେ ୩  ବ୍ରିଟେନ ଫେରନ୍ତା କରୋନା ପଜିଟିଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ପହଞ୍ଚିଥିବା ୩  ବ୍ରିଟେନ ଫେରନ୍ତା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ସେମାନେ ନୂଆ ଷ୍ଟ୍ରେନ ଦ୍ୱାରା ଆକ୍ରାନ୍ତ କି ନାହିଁ ଜାଣିବା ପାଇଁ ସେମାନଙ୍କ ନମୁନା ପରୀକ୍ଷା ପାଇଁ ପୁନେ ପଠାଯାଇଛି। ଆଜି ଆୟୋଜିତ ପ୍ରେସମିଟ୍‌ରେ ଏପରି ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ବିଏମସି କମିଶନରଙ୍କ ସୂଚନା ଅନୁଯାୟୀ, ପ୍ରଥମ ପର୍ଯ୍ୟାୟରେ ୨୮ ବ୍ରିଟେନ ଫେରନ୍ତାଙ୍କ ତାଲିକା ଆସିଥିଲା। ସେମାନଙ୍କ ମଧ୍ୟରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। […]

coorna-5

coorna-5

Niharika Rout
  • Published: Tuesday, 29 December 2020
  • Updated: 29 December 2020, 02:19 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ପହଞ୍ଚିଥିବା ୩  ବ୍ରିଟେନ ଫେରନ୍ତା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ସେମାନେ ନୂଆ ଷ୍ଟ୍ରେନ ଦ୍ୱାରା ଆକ୍ରାନ୍ତ କି ନାହିଁ ଜାଣିବା ପାଇଁ ସେମାନଙ୍କ ନମୁନା ପରୀକ୍ଷା ପାଇଁ ପୁନେ ପଠାଯାଇଛି। ଆଜି ଆୟୋଜିତ ପ୍ରେସମିଟ୍‌ରେ ଏପରି ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ।

ବିଏମସି କମିଶନରଙ୍କ ସୂଚନା ଅନୁଯାୟୀ, ପ୍ରଥମ ପର୍ଯ୍ୟାୟରେ ୨୮ ବ୍ରିଟେନ ଫେରନ୍ତାଙ୍କ ତାଲିକା ଆସିଥିଲା। ସେମାନଙ୍କ ମଧ୍ୟରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନେ ନୂଆ ଷ୍ଟ୍ରେନ ଦ୍ୱାରା ଆକ୍ରାନ୍ତଙ୍କ କି ନାହିଁ ପୁନେରେ ଟେଷ୍ଟ ପରେ ଜଣାପଡ଼ିବ।

ଦ୍ୱିତୀୟ  ପର୍ଯ୍ୟାୟରେ ୬୦ରୁ ୭୦ ଫେରନ୍ତାଙ୍କ ତାଲିକା ଆସିଛି। ସେମାନଙ୍କ ଫୋନ ନମ୍ବର ଓ ଅନ୍ୟାନ୍ୟ ତଥ୍ୟ ସଂଗ୍ରହ କରୁଛୁ। ୩ଟି ଜୋନ ପାଇଁ ୬ଟି ଟିମ୍‌ ଗଠନ କରାଯାଇ ଯାଞ୍ଚ ଆରମ୍ଭ ହୋଇଛି। ସେମାନଙ୍କ ଭିତରୁ କାହାକୁ ପାଉଛୁ ବା ନ ପାଉଛୁ କାଲି ଭିତରେ ଜଣାପଡ଼ିଯିବ।

ନଭେମ୍ବର ୩୦ ତାରିଖ ଡିସେମ୍ବର ୨୧ ତାରିଖ ପର୍ଯ୍ୟନ୍ତ ଲଣ୍ଡନରୁ ୧୮୧ଜଣ ଯାତ୍ରୀ ଓଡ଼ିଶାକୁ ଫେରିଛନ୍ତି। ୧୧୯ ଜଣଙ୍କ ପତ୍ତା ମିଳିଛି ଏବଂ ସେମାନଙ୍କର ପରୀକ୍ଷଣ କରାଯାଇଛି। ବ୍ରିଟେନରୁ ଫେରିଥିବା ୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କିନ୍ତୁ ବାକି ୬୨ଜଣ ଭୁଲ୍ ନମ୍ବର ଓ ଠିକଣା ଦେଇଥିବାରୁ ସେମାନଙ୍କ ସମ୍ପର୍କରେ ସୂଚନା ମିଳିନାହିଁ। ଏହା ଏବେ ସ୍ୱାସ୍ଥ୍ୟ ବିଭାଗ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଲଟିଛି।

ତେଣୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର  ନିଜ ଆଡ଼ୁ ବ୍ରିଟେନ ଫେରନ୍ତାଙ୍କୁ ତଥ୍ୟ ଦେବାକୁ ଅନୁରୋଧ କରିଛନ୍ତି।  ବ୍ରିଟେନରୁ ଫେରିବା ପରେ  ସେମାନେ ଦେଇଥିବା ମୋବାଇଲ ନଂ ଭୁଲ ରହିଛି। ୧୮ଟି ଜିଲ୍ଲାର ବ୍ରିଟେନ ଫେରନ୍ତାଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଭୁବନେଶ୍ୱରର। BMC ପକ୍ଷରୁ ଆଜିଠୁ ସେମାନଙ୍କୁ ଖୋଜାଖୋଜି ଆରମ୍ଭ ହୋଇଛି।

ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ  ନିରଞ୍ଜନ ମିଶ୍ର  ଦେଇଥିବା ସୂଚନା ଅନୁଯାୟୀ,  ବ୍ରିଟେନରୁ ଫେରିଥିବା ୧୮୧ଜଣ ଯାତ୍ରୀଙ୍କ ମଧ୍ୟରୁ   ୧୧୯ ଜଣଙ୍କ ପତ୍ତା ମିଳିଥିବା ବେଳେ ସେମାନଙ୍କ ଧ୍ୟରୁ  ୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କିନ୍ତୁ ବାକି ୬୨ଜଣ ଭୁଲ୍ ନମ୍ବର ଓ ଠିକଣା ଦେଇଥିବାରୁ ସେମାନଙ୍କ ସମ୍ପର୍କରେ ସୂଚନା ମିଳିନାହିଁ। ହେଲେ ସେଥିମଧ୍ୟରୁ ଅଧିକାଂଶ କ୍ୱାରେଣ୍ଟିନ୍ ପିରିୟଡ୍ ସାରିଛନ୍ତି। ତେଣୁ ଭୟ କରିବାର କୌଣସି କଥା ନାହିଁ। ଯଦି ବି ସେମାନଙ୍କ ମଧ୍ୟରୁ କିଏ ପଜିଟିଭ୍ ଚିହ୍ନଟ ହୋଇଥାନ୍ତେ, ତାହା ଜିନ୍ ସିକ୍ୱେନ୍ସିଂ ହୋଇଥାନ୍ତା ବୋଲି ନିରଞ୍ଜନ ମିଶ୍ର କହିଛନ୍ତି।

ସୂଚନାଯୋଗ୍ୟ,  ନୂଆବର୍ଷ ପୂର୍ବରୁ ଭାରତରେ କରୋନାର ନୂଆ ଷ୍ଟ୍ରେନ୍ ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି। ଭାରତରେ ଏବେ କରୋନା ଭାଇରସର ଏହି ନୂଆ ଷ୍ଟ୍ରେନ୍‌ର ୬ ମାମଲା ସାମ୍ନାକୁ ଆସିଛି। ମଙ୍ଗଳବାର ଭାରତ ସରକାରଙ୍କ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି।  ବେଙ୍ଗାଲୁରୁର ସର୍ବାଧିକ ୩ଣଜ, ହାଇଦ୍ରାବାଦରୁ ୨ଜଣ ଏବଂ ପୁଣେରୁ ଜଣେ ଚିହ୍ନଟ ହୋଇଛନ୍ତି। ୟୁକେରୁ ଫେରିଥିବା ଲୋକଙ୍କର ଜିନୋମ୍ ସିକ୍ୱେନ୍ସିଂ କରାଯାଇଥିଲା, ଯାହାର ରିପୋର୍ଟ ମଙ୍ଗଳବାର ଜାରି କରାଯାଇଛି।

ନଭେମ୍ବର ୨୫ ତାରିଖରୁ ଡିସେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ୟୁକେରୁ ପ୍ରାୟ ୩୩ହଜାର ଯାତ୍ରୀ ଦେଶର ବିଭିନ୍ନ ରାଜ୍ୟକୁ ଫେରିଥିଲେ।  ସମସ୍ତ ଫେରନ୍ତାଙ୍କୁ ଟ୍ରାକ୍ କରାଯାଇଛି ଏବଂ ସେମାନଙ୍କର ପରୀକ୍ଷା ମଧ୍ୟ କରାଯାଇଛି। ଏଥିରେ ମୋଟ ୧୧୪ଜଣ କରୋନାରେ ପଜିଟିଭ୍ ବାହାରିଥିଲେ। ଯାହା ପରେ ସମସ୍ତଙ୍କର ସାମ୍ପୁଲକୁ ଦେଶର ୧୦ଟି ଲ୍ୟାବ (କୋଲକାତା, ଭୁବନେଶ୍ୱର, ଏନଆଇଭି ପୁଣେ, ସିସିଏସ ପୁଣେ, ସିସିଏଫଡି ହାଇଦ୍ରାବାଦ, InSTEM ହାଇଦ୍ରାବାଦ, NIMHANS ବେଙ୍ଗାଲୁରୁ, IGIB ଦିଲ୍ଲୀ, NCDC ଦିଲ୍ଲୀ)କୁ ପଠାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story