ରାଜ୍ୟରେ ଚିହ୍ନଟ ହେଲେ ୩୫୮ କରୋନା ଆକ୍ରାନ୍ତ, ଆଗରେ ଅନୁଗୁଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ  ୩୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୦୮  ଜଣ କ୍ୱାରେଣ୍ଟାଇନ୍‌ ଥିଲେ। ବାକି ୧୫୦ ଟି ହେଉଛି ଲୋକାଲ୍ କେସ୍। ୨୭ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଗରେ ରହିଛି ଅନୁଗୁଳ ଜିଲ୍ଲା। ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ […]

coorona-07

coorona-07

Niharika Rout
  • Published: Friday, 18 December 2020
  • Updated: 18 December 2020, 11:56 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ  ୩୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୦୮  ଜଣ କ୍ୱାରେଣ୍ଟାଇନ୍‌ ଥିଲେ। ବାକି ୧୫୦ ଟି ହେଉଛି ଲୋକାଲ୍ କେସ୍। ୨୭ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଗରେ ରହିଛି ଅନୁଗୁଳ ଜିଲ୍ଲା।

ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରେ ୩୫ , ବରଗଡ଼ରେ ୭ , ଭଦ୍ରକରେ୧ , ବଲାଙ୍ଗିରରେ ୧୩ , କଟକରେ ୨୮  , ଦେବଗଡ଼ରେ ୪, ଢେଙ୍କାନାଳରେ ୫, ଗଞ୍ଜାମରେ ୫ , ଗଜପତି ୪,  ଜଗତସିଂହପୁରରେ ୪ , ଯାଜପୁରରେ ୧୫ , ଝାସୁଗୁଡ଼ାରେ ୬ , କଳାହାଣ୍ଡିରେ ୪ , କେନ୍ଦ୍ରାପଡ଼ାରେ ୧୧ , କେନ୍ଦୁଝରରେ  ୮ , କୋରାପୁଟରେ ୮ , ଖୋର୍ଦ୍ଧାରେ ୩୬,   ମୟୂରଭଞ୍ଜରେ ୧୭ , ନବରଙ୍ଗପୁରରେ ୬ , ନୟାଗଡ଼ରେ୧  , ନୂଆପଡ଼ାରେ ୨୬ , ପୁରୀରେ୧ , ରାୟଗଡ଼ାରେ୧, ସମ୍ବଲପୁରରେ ୨୧ ଓ ସୋନପୁରରେ ୧, ସୁନ୍ଦରଗଡ଼ରେ ୨୯ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲ୍‌ରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫,୫୦୫ରେ ପହଞ୍ଚିଥିବା ବେଳେ ୩,୨୦,୫୮୪ ଜଣ ସୁସ୍ଥ ହୋଇସାରିଛନ୍ତି। ୩,୦୩୯ ଜଣ ଚିକିତ୍ସାଧୀନ ରହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story