Advertisment

କରୋନାରେ ୩୭ ବର୍ଷୀୟ ଯୁବକଙ୍କ ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୮୫ରେ ପହଞ୍ଚିଛି। ଉଭୟ ମୃତକ ପୁରୁଷ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ୩୭ ବର୍ଷ ହୋଇଥିଲା। ସେ ସୁନ୍ଦରଗଡ଼ ଜିଲ୍ଲାର। ଅନ୍ୟ ଜଣଙ୍କୁ ୫୨ ବର୍ଷ ହୋଇଥିଲା। ସେ ବାଲେଶ୍ୱରର। ସେ ଡାଇବେଟିସ୍ ଜନିତ ସମସ୍ୟାରେ ବି ପୀଡ଼ିତ ଥିଲେ। ସୁନ୍ଦରଗଡ଼ […]

ଅଦ୍ୟତନ ହୋଇଛି
ତଳମୁହାଁ ମହାମାରୀ; ରାଜ୍ୟରେ ୧୪୭୦ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

coronavvrus--1

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୮୫ରେ ପହଞ୍ଚିଛି।

Advertisment

ଉଭୟ ମୃତକ ପୁରୁଷ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ୩୭ ବର୍ଷ ହୋଇଥିଲା। ସେ ସୁନ୍ଦରଗଡ଼ ଜିଲ୍ଲାର। ଅନ୍ୟ ଜଣଙ୍କୁ ୫୨ ବର୍ଷ ହୋଇଥିଲା। ସେ ବାଲେଶ୍ୱରର। ସେ ଡାଇବେଟିସ୍ ଜନିତ ସମସ୍ୟାରେ ବି ପୀଡ଼ିତ ଥିଲେ।

ସୁନ୍ଦରଗଡ଼ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୮ରେ ପହଞ୍ଚିଥିବା ବେଳେ ବାଲେଶ୍ୱରରେ ୯୫ ହୋଇଛି।

Advertisment

ଅନ୍ୟପକ୍ଷରେ ୧୮୩ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୪୯୨ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୨୬,୨୦୯ ଜଣ ସୁସ୍ଥ ହୋଇସାରିଛନ୍ତି। ୨,୩୪୫ ଜଣ ଚିକିତ୍ସାଧୀନ ଅଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe