୨୦ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଲା ଆଉ ଜଣଙ୍କ ଜୀବନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୮୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୩ଟି ହେଉଛି ଲୋକାଲ୍ କେସ୍। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଆଜି ଦିଆଯାଇଥିବା ରିପୋର୍ଟରେ ଏହି ସୂଚନା ରହିଛି। ୨୦ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୯ ଜଣ ଚିହ୍ନଟ […]

1-corona

1-corona

Jitendra Garnayak
  • Published: Saturday, 06 February 2021
  • Updated: 06 February 2021, 01:59 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୮୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୩ଟି ହେଉଛି ଲୋକାଲ୍ କେସ୍। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଆଜି ଦିଆଯାଇଥିବା ରିପୋର୍ଟରେ ଏହି ସୂଚନା ରହିଛି।

୨୦ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩, ବରଗଡ଼ରୁ ୬, ବଲାଙ୍ଗିରରୁ ୫, କଟକରୁ ୫, ଦେବଗଡ଼ରୁ ୩, ଗଜପତିରୁ ଜଣେ, ଗଞ୍ଜାମରୁ ୨, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ଜଣେ, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୫, ମୟୂରଭଞ୍ଜରୁ ୫, ନୂଆପଡ଼ାରୁ ଜଣେ, ପୁରୀରୁ ୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୭ ଓ ସୋନପୁରରୁ ୨ ଜଣ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ଜଣେ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଜଗତସିଂହପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୮୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୫୪୮ ହୋଇଯାଇଛି। ସେମାନଙ୍କ ମଧ୍ୟରୁ ୩,୩୨,୭୩୩ ଜଣ ସୁସ୍ଥ ହୋଇସାରିଛନ୍ତି। ୮୫୩ ଜଣ ଚିକିତ୍ସାଧୀନ ଅଛନ୍ତି।

ଗଲା ଆଉ ଜଣଙ୍କ ଜୀବନ
ସେହିପରି କରୋନାରେ ଆକ୍ରାନ୍ତ ହୋଇ ରାଜ୍ୟରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ସେ ଜଣେ ମହିଳା ଥିଲେ। ତାଙ୍କୁ ୮୫ ବର୍ଷ ହୋଇଥିଲା। ସେ ଭୁବନେଶ୍ୱରର ବାସିନ୍ଦା ଥିଲେ। ସେ ଡାଇବେଟିସ୍ ଜନିତ ସମସ୍ୟା ସହିତ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡ଼ିତ ଥିଲେ।

ଭୁବନେଶ୍ୱରରେ ଆଉ ଜଣଙ୍କ ମୃତ୍ୟୁ ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩୬ରେ ପହଞ୍ଚି ଯାଇଛି। ଏହା ସମଗ୍ର ରାଜ୍ୟରେ ସର୍ବାଧିକ ସେହିପରି ରାଜ୍ୟରେ ଏହି ସଂଖ୍ୟା ୧,୯୦୯ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story