ଆଉ ୧୦ ଜଣଙ୍କ ଜୀବନ ଗଲା, ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୦୦ ଟପିଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୦୧ରେ ପହଞ୍ଚି ଯାଇଛି। 2. A 69-year old male of Cuttack district who was also suffering from Diabetes, Hypertension, Chronic Kidney Disease (Post Transplant). 3. An 84-year old male of […]

corona-3.6

corona-3.6

Jitendra Garnayak
  • Published: Sunday, 20 September 2020
  • Updated: 20 September 2020, 11:37 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୦୧ରେ ପହଞ୍ଚି ଯାଇଛି।

କଟକ ଓ ପୁରୀରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବଲାଙ୍ଗିର, ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

କଟକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୯ରେ ପହଞ୍ଚିଥିବା ବେଳେ ପୁରୀରେ ୩୭ ହୋଇଛି। ସେହିପରି ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୨୧୬ (ରାଜ୍ୟରେ ସର୍ବାଧିକ) ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୧୦୪ ଜଣଙ୍କ ଜୀବନ ଗଲାଣି। ବଲାଙ୍ଗିରେ ମୃତ୍ୟୁ ସଂଖ୍ୟା ୧୫ ହୋଇଥିବା ବେଳେ କଳାହାଣ୍ଡିରେ ୭, ମୟୂରଭଞ୍ଜରେ ୧୪ ଓ ସମ୍ବଲପୁରରେ ୨୨ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୮୮୦ରେ ପହଞ୍ଚିଥିବା ବେଳେ ୧,୪୧,୬୫୭ ସୁସ୍ଥ ହୋଇସାରିଛନ୍ତି। ୩୭,୪୬୯ ଜଣ ଚିକିତ୍ସାଧୀନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story