Advertisment

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଲଗାତର କରୋନା ଆକ୍ରାନ୍ତଙ୍କୁ ସୁସ୍ଥ ସଂଖ୍ୟା ବଢ଼ିବାରେ ଲାଗିଛି। ଏହିକ୍ରମରେ ଗତ ୨୪ ଘଣ୍ଟା ଭିତରେ ଓଡ଼ିଶାରେ ୪୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୧୮୨୭୮ରେ ପହଞ୍ଚିଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ୩୬, ମୟୂରଭଞ୍ଜରୁ ୩୪, କଟକରୁ ୩୩, ଅନୁଗୋଳରୁ ୩୨, ପୁରୀରୁ ୩୧, ବରଗଡ଼ରୁ ୩୦, କଳାହାଣ୍ଡିରୁ ୨୮, ବଲାଙ୍ଗିରରୁ ୨୫, […]

ଅଦ୍ୟତନ ହୋଇଛି
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୮ କରୋନା ଆକ୍ରାନ୍ତ

covid19

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଲଗାତର କରୋନା ଆକ୍ରାନ୍ତଙ୍କୁ ସୁସ୍ଥ ସଂଖ୍ୟା ବଢ଼ିବାରେ ଲାଗିଛି। ଏହିକ୍ରମରେ ଗତ ୨୪ ଘଣ୍ଟା ଭିତରେ ଓଡ଼ିଶାରେ ୪୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୧୮୨୭୮ରେ ପହଞ୍ଚିଛି।

Advertisment

ଆଜି ଖୋର୍ଦ୍ଧାରୁ ସର୍ବାଧିକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ୩୬, ମୟୂରଭଞ୍ଜରୁ ୩୪, କଟକରୁ ୩୩, ଅନୁଗୋଳରୁ ୩୨, ପୁରୀରୁ ୩୧, ବରଗଡ଼ରୁ ୩୦, କଳାହାଣ୍ଡିରୁ ୨୮, ବଲାଙ୍ଗିରରୁ ୨୫, କେନ୍ଦ୍ରାପଡ଼ାରୁ ୧୮, ବାଲେଶ୍ୱରରୁ ୧୭, ସୁନ୍ଦରଗଡ଼ରୁ ୧୬, ଜଗତସିଂହପୁରରୁ ୧୪, ନୂଆପଡ଼ାରୁ ୧୪, ସମ୍ବଲପୁରରୁ ୧୪ ଓ କେନ୍ଦୁଝରରୁ ୧୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଯାଜପୁରରୁ ୯, ଗଞ୍ଜାମରୁ ୭, ଢେଙ୍କାନାଳରୁ ୫, ଝାରସୁଗୁଡ଼ାରୁ ୫, କୋରାପୁଟରୁ ୫, ରାୟଗଡ଼ାରୁ ୪, ନବରଙ୍ଗପୁରରୁ ୩, ସୋନପୁରରୁ ୩, ଭଦ୍ରକରୁ ୨, ଦେବଗଡ଼ରୁ ୨, ମାଲକାନଗିରିରୁ ୧ ଓ ଷ୍ଟେଟ୍ ପୁଲରୁ ୧୦ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି।
https://twitter.com/HFWOdisha/status/1337379601996124160?s=20

Advertisment

https://twitter.com/HFWOdisha/status/1337379610250465283?s=20

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe