Advertisment

ରାଜ୍ୟରେ ସୁସ୍ଥ ହେଲେ ଆଉ ୯୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୯୧୩ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ମୋଟ ସୁସ୍ଥ ସଂଖ୍ୟା ୩୦୬୭୨୬ରେ ପହଞ୍ଚିଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ଟୁଇଟ୍ କରି ସୂଚନା ଦେଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୧୮ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୧୧୧, କଟକରୁ ୬୬, ଅନୁଗୋଳରୁ ୬୪, ଖୋର୍ଦ୍ଧାରୁ ୬୨, ନୂଆପଡ଼ାରୁ ୫୩, ସମ୍ବଲପୁରରୁ ୪୩, ବାଲେଶ୍ୱରରୁ ୩୭, ଝାରସୁଗୁଡ଼ାରୁ ୩୬, ବରଗଡ଼ରୁ ୩୫, କେନ୍ଦ୍ରାପଡ଼ାରୁ ୩୫ ଆରୋଗ୍ୟ ଲାଭ କରିଛନ୍ତି। […]

author-image
Ranjit Kumar Jena
୨୪ ଘଣ୍ଟାରେ ୧୦୩୩ ମୁଣ୍ଡ ନେଲା କରୋନା

covid19

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୯୧୩ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ମୋଟ ସୁସ୍ଥ ସଂଖ୍ୟା ୩୦୬୭୨୬ରେ ପହଞ୍ଚିଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ଟୁଇଟ୍ କରି ସୂଚନା ଦେଇଛି।

Advertisment

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୧୮ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୧୧୧, କଟକରୁ ୬୬, ଅନୁଗୋଳରୁ ୬୪, ଖୋର୍ଦ୍ଧାରୁ ୬୨, ନୂଆପଡ଼ାରୁ ୫୩, ସମ୍ବଲପୁରରୁ ୪୩, ବାଲେଶ୍ୱରରୁ ୩୭, ଝାରସୁଗୁଡ଼ାରୁ ୩୬, ବରଗଡ଼ରୁ ୩୫, କେନ୍ଦ୍ରାପଡ଼ାରୁ ୩୫ ଆରୋଗ୍ୟ ଲାଭ କରିଛନ୍ତି।

https://twitter.com/HFWOdisha/status/1330894445399609344?s=20

https://twitter.com/HFWOdisha/status/1330894447475757056?s=20

ସେହିପରି ଜଗତସିଂହପୁରରୁ ୩୨, କେନ୍ଦୁଝରରୁ ୨୯, ପୁରୀରୁ ୨୬, ଯାଜପୁରରୁ ୨୨, ବଲାଙ୍ଗିରରୁ ୨୧, ଢେଙ୍କାନାଳରୁ ୧୫, କଳାହାଣ୍ଡିରୁ ୧୫, ନବରଙ୍ଗପୁରରୁ ୧୫, ଗଞ୍ଜାମରୁ ୧୪, ନୟାଗଡ଼ରୁ ୧୦, ଭଦ୍ରକରୁ ୮, କୋରାପୁଟରୁ ୮, ମାଲକାନଗିରିରୁ ୮, କନ୍ଧମାଳରୁ ୬, ସୋନପୁରରୁ ୫, ଦେବଗଡ଼ରୁ ୩, ଗଜପତିରୁ ୨, ରାୟଗଡ଼ାରୁ ୨, ବୌଦ୍ଧରୁ ୧ ଓ ଷ୍ଟେଟ୍ ପୁଲରୁ ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Advertisment