Advertisment

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ କରୋନା

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଖୋଦ୍ ନଡ୍ଡା ସୂଚନା ଦେଇଛନ୍ତି। ତାଙ୍କ ଭିତରେ କରୋନାର ଲକ୍ଷଣ ଦେଖା ଦେଇଥିଲା। ଯାହା ପରେ ସେ ନିଜର କୋଭିଡ୍ ଟେଷ୍ଟ କରାଇଥିଲେ, ଯେଉଁଥିରେ ରିପୋର୍ଟ ପଜିଟିଭ୍ ଆସିଛି। कोरोना के शुरूआती लक्षण दिखने पर मैंने टेस्ट करवाया और रिपोर्ट पॉजिटिव आई है। मेरी तबीयत ठीक है, डॉक्टर्स की सलाह पर होम […]

୨୮ରେ ତୁମୁଡ଼ିବନ୍ଧ ଓ ବାଣପୁରରେ ଜନସଭା, ସମ୍ବୋଧିତ କରିବେ ନଡ୍ଡା

Nadda

Advertisment

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଖୋଦ୍ ନଡ୍ଡା ସୂଚନା ଦେଇଛନ୍ତି। ତାଙ୍କ ଭିତରେ କରୋନାର ଲକ୍ଷଣ ଦେଖା ଦେଇଥିଲା। ଯାହା ପରେ ସେ ନିଜର କୋଭିଡ୍ ଟେଷ୍ଟ କରାଇଥିଲେ, ଯେଉଁଥିରେ ରିପୋର୍ଟ ପଜିଟିଭ୍ ଆସିଛି।

Advertisment

https://twitter.com/JPNadda/status/1338093272703623169?s=20

ଏ ନେଇ ନଡ୍ଡା ଟୁଇଟ୍ କରି କହିଛନ୍ତି, କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖା ଦେବା ପରେ ମୁଁ ନିଜର ଟେଷ୍ଟ କରାଇଥିଲି ଏବଂ ରିପୋର୍ଟ ପଜିଟିଭ୍ ଆସିଛି। ମୋର ସ୍ୱାସ୍ଥ୍ୟାବସ୍ଥା ଠିକ୍ ଅଛି। ଡାକ୍ତର ମୋତେ ହୋମ ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଛନ୍ତି। ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ନିଜକୁ ଆଇସୋଲେଟ୍ କରାଇବା ସହ ଟେଷ୍ଟ କରାଇ ନିଅନ୍ତୁ ବୋଲି ନଡ୍ଡା କହିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe