Advertisment

ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦ ହଜାର ଟପିଲା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଭାରତରେ ଆଉ ୮୩,୮୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୯ ଲକ୍ଷ ଟପି ଯାଇଛି। ଦେଶରେ ବର୍ତ୍ତମାନ ସୁଦ୍ଧା ୪୯, ୩୦,୨୩୬ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୩୮,୫୯,୩୯୯ ଜଣ ସୁସ୍ଥ ହୋଇସାରିଲେଣି। ୯,୯୦,୦୬୧ ଜଣ ଚିକିତ୍ସାଧୀନ ଥିବା ବେଳେ ମୃତ୍ୟୁ ସଂଖ୍ୟା ୮୦ ହଜାର ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ୧୦୫୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ […]

author-image
Jitendra Garnayak
୨୬ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୪ ଜିଲ୍ଲାରେ କେହି ନାହାନ୍ତି

corona-2

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଭାରତରେ ଆଉ ୮୩,୮୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୯ ଲକ୍ଷ ଟପି ଯାଇଛି।

Advertisment

ଦେଶରେ ବର୍ତ୍ତମାନ ସୁଦ୍ଧା ୪୯, ୩୦,୨୩୬ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୩୮,୫୯,୩୯୯ ଜଣ ସୁସ୍ଥ ହୋଇସାରିଲେଣି। ୯,୯୦,୦୬୧ ଜଣ ଚିକିତ୍ସାଧୀନ ଥିବା ବେଳେ ମୃତ୍ୟୁ ସଂଖ୍ୟା ୮୦ ହଜାର ଅତିକ୍ରମ କରିଛି।

ଗତ ୨୪ ଘଣ୍ଟାରେ ୧୦୫୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ଆସିଛି। ଫଳରେ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦,୭୭୬ରେ ପହଞ୍ଚି ଯାଇଛି।

Advertisment
Corona Cases In India