ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ଆଉଜଣେ କୋଭିଡ୍ ଯୋଦ୍ଧାଙ୍କୁ ହରାଇଲେ ରାଉରକେଲା ବାସୀ। ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଦ୍ୱିତୀୟ ବର୍ଷ ସର୍ଜରୀର DNB ଛାତ୍ରୀ ଡକ୍ଟର ପ୍ରିୟାଶ୍ରୀ କୁମାରୀ କୋଭିଡରେ ଅକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି। ପ୍ରିୟାଶ୍ରୀ ବିହାର ନାଳନ୍ଦ। ଜିଲ୍ଲାର ଏବଂ ରାଉରକେଲା IGH ରେ ଡାକ୍ତର ଥିଲେ।
କରୋନା ରୋଗୀଙ୍କ ଚିକିତ୍ସା କରୁ କରୁ ନିଜେ କରୋନା ରେ ଜୀବନ ହାରିଦେଲେ। ରବିବାର ଦିନ ବେଦବ୍ୟାସ ସ୍ୱର୍ଗଦ୍ୱାରରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇ ସଂସ୍କାର କରାଯାଇଥିଲା। ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ADM ଅବୋଲି ସୁନୀଲ ନର୍ବାନେ, IGHର Director, ପ୍ରିୟାଶ୍ରୀଙ୍କ ସହପାଠୀଙ୍କ ସହ ପରିବାର ଲୋକମାନେ ଉପସ୍ଥିତ ରହି ଶେଷ ସମ୍ମାନ ପ୍ରଦର୍ଶନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।