ସମୀର ଦାଶ ଓ ତାଙ୍କ ପତ୍ନୀଙ୍କୁ କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ପତ୍ନୀ ମଧ୍ୟ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ଶ୍ରୀ ଦାଶ ଟ୍ୱିଟ୍ କରି ଏ ସଂପର୍କରେ ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଆମେ ଏବେ ସୁସ୍ଥ ଅଛୁ। ଆମ ସଂସ୍ପର୍ଶରେ ସାତ ଦିନ ଭିତରେ ଯେଉଁମାନେ ଆସିଛନ୍ତି ‘କରୋନା’ ଟେଷ୍ଟ କରିବା ପାଇଁ ଅନୁରୋଧ କରୁଛୁ। ମୋର ଏବଂ ମୋ ଧର୍ମ ପତ୍ନୀ ସଙ୍ଗିତା ଦାଶଙ୍କର କରୋନା’ +ve […]

samirdash007

Jitendra Garnayak
  • Published: Monday, 14 September 2020
  • , Updated: 14 September 2020, 01:27 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ପତ୍ନୀ ମଧ୍ୟ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ଶ୍ରୀ ଦାଶ ଟ୍ୱିଟ୍ କରି ଏ ସଂପର୍କରେ ସୂଚନା ଦେଇଛନ୍ତି।

ସେ ଲେଖିଛନ୍ତି, ଆମେ ଏବେ ସୁସ୍ଥ ଅଛୁ। ଆମ ସଂସ୍ପର୍ଶରେ ସାତ ଦିନ ଭିତରେ ଯେଉଁମାନେ ଆସିଛନ୍ତି 'କରୋନା' ଟେଷ୍ଟ କରିବା ପାଇଁ ଅନୁରୋଧ କରୁଛୁ।

Related story