ରାଜ୍ୟରେ ୧୭୯୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜ୍ୟରେ ୧୭୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୩୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୭୬୨ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧାରୁ ୨୦୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୬୦, ଅନୁଗୋଳରୁ ୧୦୭, ମୟୂରଭଞ୍ଜରୁ ୧୦୪ ଓ ସୁନ୍ଦରଗଡ଼ରୁ ୯୯ ଜଣ ଚିହ୍ନଟ ହୋଇଛନ୍ତି। Covid-19 Report […]

jalaka-2

jalaka-2

Niharika Rout
  • Published: Friday, 23 October 2020
  • Updated: 23 October 2020, 03:06 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜ୍ୟରେ ୧୭୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୩୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୭୬୨ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧାରୁ ୨୦୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୬୦, ଅନୁଗୋଳରୁ ୧୦୭, ମୟୂରଭଞ୍ଜରୁ ୧୦୪ ଓ ସୁନ୍ଦରଗଡ଼ରୁ ୯୯ ଜଣ ଚିହ୍ନଟ ହୋଇଛନ୍ତି।

୧୭୯୩ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୭,୮୮୭ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୨,୫୭,୦୪୧ ସୁସ୍ଥ ହୋଇସାରିଥିବା ବେଳେ ୧୯,୫୭୯ ଜଣ ଚିକିତ୍ସାଧୀନ ଅଛନ୍ତି।

ପଢ଼ନ୍ତୁ : କରୋନାରେ ଆଉ ୧୮ ଜଣଙ୍କ ମୃତ୍ୟୁ, ୧୨ଶହ ଟପିଲା ମୃତ୍ୟୁ ସଂଖ୍ୟା

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story