ରାଜ୍ୟରେ ନୂଆ ୧୩୮୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୭୯୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୮୭ ହେଉଛି ଲୋକାଲ୍ କେସ୍‌। Covid-19 Report For 4th November New Positive Cases: 1385 In Quarantine: 798 Local Contacts: 587 (Details of local contacts will be shared by concerned District […]

corona-121-1

Niharika Rout
  • Published: Thursday, 05 November 2020
  • , Updated: 05 November 2020, 12:27 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୭୯୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୮୭ ହେଉଛି ଲୋକାଲ୍ କେସ୍‌।

Related story