ରାଜ୍ୟରେ ୩୦୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ୩୦୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୦୪  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୨୪୯ ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Covid-19 Report For 2nd October New Positives Cases: 3053 In quarantine: 1804 Local contacts: 1249 (Details […]

corona-3.2

Niharika Rout
  • Published: Saturday, 03 October 2020
  • , Updated: 03 October 2020, 11:36 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ୩୦୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୦୪  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୨୪୯ ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related story