ରାଜ୍ୟରେ ୨୬୧୭ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୫୦୬

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ନୂଆ ୨୬୧୭  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୧୫୨୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୯୬ ହେଉଛନ୍ତି ଲୋକାଲ୍ କେସ୍‌। Covid-19 Report For 4th October New Positives Cases: 2617 In quarantine: 1521 Local contacts: 1096 (Details of local contacts will be shared by concerned […]

1-corona

Niharika Rout
  • Published: Monday, 05 October 2020
  • , Updated: 05 October 2020, 11:07 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ନୂଆ ୨୬୧୭  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୧୫୨୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୯୬ ହେଉଛନ୍ତି ଲୋକାଲ୍ କେସ୍‌।

Related story