ରାଜ୍ୟରେ ଆଖି ବୁଜିଲେ ୧୧ କରୋନା  ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା  ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୬୧୬ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୧ ମୃତକଙ୍କ ମଧ୍ୟରୁ କଟକରୁ ୩ ଓ ଖୋର୍ଦ୍ଧାରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ବଲାଙ୍ଗିର, ଯାଜପୁର, କନ୍ଧମାଳ,  ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। Regret to […]

COrona-5-2

Niharika Rout
  • Published: Saturday, 12 September 2020
  • , Updated: 12 September 2020, 12:02 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା  ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୬୧୬ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୧୧ ମୃତକଙ୍କ ମଧ୍ୟରୁ କଟକରୁ ୩ ଓ ଖୋର୍ଦ୍ଧାରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ବଲାଙ୍ଗିର, ଯାଜପୁର, କନ୍ଧମାଳ,  ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Related story