ରାଜ୍ୟରେ କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ  ୧୪ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା  ୮୪୨ରେ ପହଞ୍ଚି ଯାଇଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।