ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୬ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୪୦ରେ ପହଞ୍ଚି ଯାଇଛି। ବାଲେଶ୍ୱରରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩, କଟକରୁ ୨ ଆକ୍ରାନ୍ତ ଆଖି ବୁଜିଛନ୍ତି।  ଏହାବ୍ୟତୀତ ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ପୁରୀରୁ ଜଣେ ଲେଖାଏଁ  ଓ ସୁବର୍ଣ୍ଣପୁର, ଅନୁଗୁଳ ଓ […]

coorona-07

Niharika Rout
  • Published: Tuesday, 06 October 2020
  • , Updated: 06 October 2020, 11:33 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୪୦ରେ ପହଞ୍ଚି ଯାଇଛି।

ବାଲେଶ୍ୱରରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩, କଟକରୁ ୨ ଆକ୍ରାନ୍ତ ଆଖି ବୁଜିଛନ୍ତି।  ଏହାବ୍ୟତୀତ ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ପୁରୀରୁ ଜଣେ ଲେଖାଏଁ  ଓ ସୁବର୍ଣ୍ଣପୁର, ଅନୁଗୁଳ ଓ ବୌଦ୍ଧରୁ ଜଣେ ଲେଖାଏଁ  କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Related story