କମୁଛି କରୋନା କୋପ; ରାଜ୍ୟରେ ଚିହ୍ନଟ ହେଲେ ୨୨୭୫ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୨୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧୮  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୯୫୭  ହେଉଛି ଲୋକାଲ୍ କେସ୍‌। ଦୀର୍ଘ ଦିନ ଧରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଜିଲ୍ଲାବାସୀଙ୍କୁ କଲବଲ କରି ଦେଇଥିଲା କରୋନା। ଏବେ ଏହି ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିଲେ ମଧ୍ୟ ଗ୍ରାଫ୍‌ […]

corona-8-1

corona-8-1

Niharika Rout
  • Published: Tuesday, 13 October 2020
  • Updated: 13 October 2020, 11:19 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୨୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧୮  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୯୫୭  ହେଉଛି ଲୋକାଲ୍ କେସ୍‌।

ଦୀର୍ଘ ଦିନ ଧରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଜିଲ୍ଲାବାସୀଙ୍କୁ କଲବଲ କରି ଦେଇଥିଲା କରୋନା। ଏବେ ଏହି ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିଲେ ମଧ୍ୟ ଗ୍ରାଫ୍‌ ତଳମୁହାଁ ହୋଇଛି। ପୂର୍ବରୁ ଖୋର୍ଦ୍ଧା ଜିଲ୍ଲାରୁ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଏବେ ଏହି ସଂଖ୍ୟା ୫୦୦ ତଳକୁ ଖସି ଆସିଛି। ଆଜି ଏହି ଜିଲ୍ଲାରୁ ୩୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହାକି ଆଶ୍ୱସ୍ତିକର ଖବର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story