ରାଜ୍ୟରେ ଚିହ୍ନଟ ହେଲେ ୪୩୫୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ୯୦୦ ପାର୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ନୂଆ ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୨୫୨୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୧୮୨୭ ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧାରେ ପଜିଟିଭ ସଂଖ୍ୟା ଆଜି ରେକର୍ଡ ଭାଙ୍ଗିଛି। ଗୋଟିଏ ଦିନରେ ୯୦୦ ପାର୍‌ କରିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏହି ଜିଲ୍ଲାରୁ କେବଳ ୯୦୨ ପଜିଟିଭ ଚିହ୍ନଟ ହୋଇଛନ୍ତି। Covid-19 Report For 25th […]

corona-v-7

corona-v-7

Niharika Rout
  • Published: Saturday, 26 September 2020
  • Updated: 26 September 2020, 11:17 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ନୂଆ ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୨୫୨୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୧୮୨୭ ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧାରେ ପଜିଟିଭ ସଂଖ୍ୟା ଆଜି ରେକର୍ଡ ଭାଙ୍ଗିଛି। ଗୋଟିଏ ଦିନରେ ୯୦୦ ପାର୍‌ କରିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏହି ଜିଲ୍ଲାରୁ କେବଳ ୯୦୨ ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୫୪୫୨ରେ ପହଞ୍ଚିଥିବା ବେଳେ୧୬୫୪୩୨  ଜଣ ସୁସ୍ଥ ହୋଇ ସାରିଲେଣି।  ଏହାବ୍ୟତୀତ ୩୯,୧୮୪  ଆକ୍ଟିଭ କେସ୍‌ ଥିବା ବେଳେ ଆଖି ବୁଜି ସାରିଲେଣି ୭୮୩  ଜଣ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story