ଆଜି ବି ତଳମୁହାଁ ଗ୍ରାଫ୍‌, ରାଜ୍ୟରେ ୨୬୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରାୟ ଦେଢ ମାସ ଧରି  ରାଜ୍ୟରେ ପ୍ରତିଦିନ ୩ରୁ ୪ ହଜାର ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଗତକାଲିଠୁ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଯାହାକି ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତିକର ଖବର। ଗତକାଲି ପରି ଆଜି ବି ରାଜ୍ୟରେ ୩ ହଜାରରୁ କମ୍‌ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।   ରାଜ୍ୟରେ  ନୂଆ୨୬୩୭  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ […]

covid1-fb

Niharika Rout
  • Published: Tuesday, 06 October 2020
  • , Updated: 06 October 2020, 11:15 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରାୟ ଦେଢ ମାସ ଧରି  ରାଜ୍ୟରେ ପ୍ରତିଦିନ ୩ରୁ ୪ ହଜାର ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଗତକାଲିଠୁ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଯାହାକି ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତିକର ଖବର। ଗତକାଲି ପରି ଆଜି ବି ରାଜ୍ୟରେ ୩ ହଜାରରୁ କମ୍‌ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

  ରାଜ୍ୟରେ  ନୂଆ୨୬୩୭  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୧୫୫୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି  ୧୧୧୯ ହେଉଛି ଲୋକାଲ୍ କେସ୍‌।

Related story