ଅଦ୍ୟତନ ହୋଇଛି
coona-1
Advertisment
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୬୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୮୫ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୮୩ ହେଉଛି ଲୋକାଲ୍ କେସ୍।
Advertisment
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/11/coona-1.jpg)