ରାଜ୍ୟରେ ପୁଣି ୪ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୪,୨୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ  ୨,୪୪୧ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୧,୭୬୮ଟି ହେଉଛି ଲୋକାଲ୍ କେସ୍‌। Covid-19 Report For 18th September New Positive Case: 4209 In Quarantine: 2441 Local Contacts: 1768 (Details of local contacts will be shared by concerned […]

corona-2

corona-2

Niharika Rout
  • Published: Saturday, 19 September 2020
  • Updated: 19 September 2020, 11:04 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୪,୨୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ  ୨,୪୪୧ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୧,୭୬୮ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୬୩ ଜଣ ଚିହ୍ନଟ ହୋଇଥିବା ବେଳେ କଟକରେ ୪୯୧ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୫,୫୫୦ ଜଣ ଚିହ୍ନଟ ହୋଇଥିବା ବେଳେ ୧,୩୭,୫୬୭ ସୁସ୍ଥ ହୋଇସାରିଲେଣି। ୩୭,୨୩୯ ଜଣ ଚିକିତ୍ସାଧୀନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story