ରାଜ୍ୟରେ ୪୧୮୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରେ ପୁଣି ୭୦୦ ଟପିଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୪,୧୮୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୫୩  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୭୩୬ଟି ହେଉଛି ଲୋକାଲ୍ କେସ୍‌। କିଛି ଦିନ ହେବ ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦ ତଳେ ଥିବା ବେଳେ ଆଜି ପୁଣି ଥରେ ଏହି ସଂଖ୍ୟା ୭୦୦ ପାର୍‌ କରିଛି।  ତା’ ପଛକୁ ରହିଛି ସିଲିଭର […]

corrona-1

corrona-1

Niharika Rout
  • Published: Tuesday, 22 September 2020
  • Updated: 22 September 2020, 11:41 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୪,୧୮୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୫୩  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୭୩୬ଟି ହେଉଛି ଲୋକାଲ୍ କେସ୍‌।

କିଛି ଦିନ ହେବ ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦ ତଳେ ଥିବା ବେଳେ ଆଜି ପୁଣି ଥରେ ଏହି ସଂଖ୍ୟା ୭୦୦ ପାର୍‌ କରିଛି।  ତା’ ପଛକୁ ରହିଛି ସିଲିଭର ସିଟି କଟକ। କଟକରେ କିଛି ଦିନ ସଂକ୍ରମିତ ସଂଖ୍ୟା ୫୦୦ ତଳେ ରହୁଥିବା ବେଳେ ୨ ଦିନ ହେଲା ଏହା ୫୦୦ ଅତିକ୍ରମ କରିଛି। ଗତକାଲି କଟକ ଜିଲ୍ଲାରୁ ୫୯୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ୫୮୬ ରହିଛି।

କିନ୍ତୁ ଆଶ୍ଚର୍ଯ୍ୟର କଥା, ଦିନେ କରୋନାର ହଟସ୍ପଟ ପାଲଟିଥିବା ଗଞ୍ଜାମ ଜିଲ୍ଲାରେ ସ୍ଥିତି ଏବେ ପୂରା ନିୟନ୍ତ୍ରଣାଧୀନ ରହିଛି। ଗତ କିଛି ଦିନ ହେବ ଏହି ଜିଲ୍ଲାରୁ ୧୦୦ରୁ କମ୍‌ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଆଜି ଏହି ଜିଲ୍ଲାରୁ ଆକ୍ରାନ୍ତଙ୍କ ସଂଖ୍ୟା ୩୫ ରହିଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୮୮୩୧୧  ରେ ପହଞ୍ଚିଥିବା ବେଳେ ୧,୪୩୯୭୯ ଜଣ ସୁସ୍ଥ  ହୋଇ ସାରିଲେଣି। ଏହାବ୍ୟତୀତ ରାଜ୍ୟରେ ୩୮,୧୫୮ ଆକ୍ଟିଭ କେସ୍‌ ଥିବା ବେଳେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୧ ଛୁଇଁଲାଣି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story