ରାଜ୍ୟରେ ୪୨୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ପଛକୁ ରହିଛି କଟକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୪,୨୪୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୦୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧,୭୩୯ଟି ହେଉଛି ଲୋକାଲ୍ କେସ୍‌। Covid-19 Report For 20th September New Positive Cases: 4242In quarantine: 2503Local contacts: 1739 (Details of local contacts will be shared by concerned Dist […]

corona-2.1

corona-2.1

Niharika Rout
  • Published: Monday, 21 September 2020
  • Updated: 21 September 2020, 11:27 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୪,୨୪୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୦୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧,୭୩୯ଟି ହେଉଛି ଲୋକାଲ୍ କେସ୍‌।


ଏହି ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୫୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲା ଦ୍ୱିତୀୟ ସ୍ଥାନରେ ରହିଛି। ଏହି ଜିଲ୍ଲାରୁ ୫୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪,୧୨୨ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧,୪୫,୬୭୫ ଜଣ ସୁସ୍ଥ ହୋଇସାରିଛନ୍ତି। ୩୭,୬୮୪ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିଭଳି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୧୦ରେ ପହଞ୍ଚିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos