ରାଜ୍ୟରେ ନୂଆ ୧୯୩୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜ୍ୟରେ ନୂଆ ୧୯୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୨୦ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୮୧୧ ହେଉଛି ଲୋକାଲ୍ କେସ୍‌। 

ପଢନ୍ତୁ- ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।