ରାଜ୍ୟରେ ନୂଆ ୧୯୩୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜ୍ୟରେ ନୂଆ ୧୯୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୨୦ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୮୧୧ ହେଉଛି ଲୋକାଲ୍ କେସ୍‌।  Covid-19 Report For 20th October New Positives Cases: 1931 In quarantine: 1120 Local contacts: 811 (Details of local contacts will be shared by concerned District Administration) […]

coona-1

Niharika Rout
  • Published: Wednesday, 21 October 2020
  • , Updated: 21 October 2020, 12:20 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜ୍ୟରେ ନୂଆ ୧୯୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୨୦ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୮୧୧ ହେଉଛି ଲୋକାଲ୍ କେସ୍‌। 

ପଢନ୍ତୁ- ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ

Related story