ପୁଣି ଖସିଲା କରୋନା ଗ୍ରାଫ୍‌; ରାଜ୍ୟରେ ଚିହ୍ନଟ ହେଲେ ନୂଆ ୨୧୩୮ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ନୂଆ ୨୧୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୫୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୮୮୭  ହେଉଛି ଲୋକାଲ୍ କେସ୍‌।

ପଢ଼ନ୍ତୁ: ଆଗକୁ ପୂଜା, ଅବହେଳା କଲେ କୋପ ଦେଖାଇବ କରୋନା

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।