ତଳମୁହାଁ ମହାମାରୀ; ରାଜ୍ୟରେ ନୂଆ ୨୬୦୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ନୂଆ ୨୬୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୧  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି  ୧୦୯୩ ହେଉଛି ଲୋକାଲ୍ କେସ୍‌।

charset="utf-8">

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।