ତଳମୁହାଁ ମହାମାରୀ; ରାଜ୍ୟରେ ନୂଆ ୨୬୦୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ନୂଆ ୨୬୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୧  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି  ୧୦୯୩ ହେଉଛି ଲୋକାଲ୍ କେସ୍‌। Covid-19 Report For 13th October New Positives Cases: 2604 In quarantine: 1511 Local contacts: 1093 (Details of local contacts will be shared by concerned District […]

5-coona

Niharika Rout
  • Published: Wednesday, 14 October 2020
  • , Updated: 14 October 2020, 11:15 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ନୂଆ ୨୬୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୧  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି  ୧୦୯୩ ହେଉଛି ଲୋକାଲ୍ କେସ୍‌।