ରାଜ୍ୟରେ ୨୮୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ଖୋର୍ଦ୍ଧାରେ ତଳମୁହାଁ ଗ୍ରାଫ‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୮୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୫୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୧୯୫ ହେଉଛି ଲୋକାଲ୍ କେସ୍‌। Covid-19 Report For 9th October New Positives Cases: 2854 In quarantine: 1659 Local contacts: 1195 (Details of local contacts will be shared by concerned […]

corona-34

Niharika Rout
  • Published: Saturday, 10 October 2020
  • , Updated: 10 October 2020, 11:18 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୮୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୫୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୧୯୫ ହେଉଛି ଲୋକାଲ୍ କେସ୍‌।

Related story