ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ କରୋନା ସହିତ ଡେଙ୍ଗୁରେ ଆକ୍ରାନ୍ତ

ନୂଆଦିଲ୍ଲୀ: ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ କୋଭିଡ ସହିତ ଡେଙ୍ଗୁରେ ମଧ୍ୟ ଆକ୍ରାନ୍ତ ହୋଇଛନ୍ତି। କରୋନାରେ ଭର୍ତ୍ତି ହେବାପରେ ସେ  ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏବେ ଡେଙ୍ଗୁରେ ପୀଡିତ ଥିବା ଜଣାପଡିଛି। ସେ ଲୋକ ନାୟକ ଜୟପ୍ରକାଶ (LNJP) ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି। ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଡାକ୍ତରଖାନାର ଜଣେ ବରିଷ୍ଠ ଡାକ୍ତର କହିଛନ୍ତି, ସିସୋଦିଆ ଗତକାଲିଠାରୁ ଆଇସିୟୁରେ ଅଛନ୍ତି। କିନ୍ତୁ ତାଙ୍କ ଅବସ୍ଥା ସ୍ଥିର ରହିଛି। ତାଙ୍କ ସ୍ୱାସ୍ଥ୍ୟ ଉପରେ ଏକ ଡାକ୍ତରୀ […]

sisodia

sisodia

Subhransu Sekhar
  • Published: Thursday, 24 September 2020
  • Updated: 24 September 2020, 08:59 PM IST

Sports

Latest News

ନୂଆଦିଲ୍ଲୀ: ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ କୋଭିଡ ସହିତ ଡେଙ୍ଗୁରେ ମଧ୍ୟ ଆକ୍ରାନ୍ତ ହୋଇଛନ୍ତି। କରୋନାରେ ଭର୍ତ୍ତି ହେବାପରେ ସେ  ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏବେ ଡେଙ୍ଗୁରେ ପୀଡିତ ଥିବା ଜଣାପଡିଛି। ସେ ଲୋକ ନାୟକ ଜୟପ୍ରକାଶ (LNJP) ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି। ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି।

ଡାକ୍ତରଖାନାର ଜଣେ ବରିଷ୍ଠ ଡାକ୍ତର କହିଛନ୍ତି, ସିସୋଦିଆ ଗତକାଲିଠାରୁ ଆଇସିୟୁରେ ଅଛନ୍ତି। କିନ୍ତୁ ତାଙ୍କ ଅବସ୍ଥା ସ୍ଥିର ରହିଛି। ତାଙ୍କ ସ୍ୱାସ୍ଥ୍ୟ ଉପରେ ଏକ ଡାକ୍ତରୀ ଟିମ୍ ନଜର ରଖିଛି।

ସିସାୋଦିଆ ଏକ ଭିଡିଓ ଜାରି କରି ହସ୍ପିଟାଲରେ ଡାକ୍ତରଙ୍କୁ ପ୍ରଶଂସା କରିଛନ୍ତି। ଏଠାରେ ଥିବା ଡାକ୍ତର ଏବଂ ଅନ୍ୟ ସ୍ୱାସ୍ଥ୍ୟ କର୍ମୀଙ୍କ ମନୋବଳ ଦେଖି ଉପମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story