ନୂଆଦିଲ୍ଲୀ: ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ କୋଭିଡ ସହିତ ଡେଙ୍ଗୁରେ ମଧ୍ୟ ଆକ୍ରାନ୍ତ ହୋଇଛନ୍ତି। କରୋନାରେ ଭର୍ତ୍ତି ହେବାପରେ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏବେ ଡେଙ୍ଗୁରେ ପୀଡିତ ଥିବା ଜଣାପଡିଛି। ସେ ଲୋକ ନାୟକ ଜୟପ୍ରକାଶ (LNJP) ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି। ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି।
ଡାକ୍ତରଖାନାର ଜଣେ ବରିଷ୍ଠ ଡାକ୍ତର କହିଛନ୍ତି, ସିସୋଦିଆ ଗତକାଲିଠାରୁ ଆଇସିୟୁରେ ଅଛନ୍ତି। କିନ୍ତୁ ତାଙ୍କ ଅବସ୍ଥା ସ୍ଥିର ରହିଛି। ତାଙ୍କ ସ୍ୱାସ୍ଥ୍ୟ ଉପରେ ଏକ ଡାକ୍ତରୀ ଟିମ୍ ନଜର ରଖିଛି।
ସିସାୋଦିଆ ଏକ ଭିଡିଓ ଜାରି କରି ହସ୍ପିଟାଲରେ ଡାକ୍ତରଙ୍କୁ ପ୍ରଶଂସା କରିଛନ୍ତି। ଏଠାରେ ଥିବା ଡାକ୍ତର ଏବଂ ଅନ୍ୟ ସ୍ୱାସ୍ଥ୍ୟ କର୍ମୀଙ୍କ ମନୋବଳ ଦେଖି ଉପମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।