ବ୍ରହ୍ମପୁର: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ କୁମାର ମହାପାତ୍ର ଘର ଉପରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି। ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ କୁମାର ମହାପାତ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ତାଙ୍କ ବିରୁଦ୍ଧରେ ପୂର୍ବରୁ ଏକ ମାମଲା ହୋଇଥିଲା। ତାକୁ ଆଧାର କରି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଭିଜିଲାନ୍ସ ତାଙ୍କର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ଆକଳନ କରିଛି। ଯାହାର ଆନୁମାନିକ ମୂଲ୍ୟ ୧ କୋଟି ୬୩ ଲକ୍ଷ ଟଙ୍କା ଭିଜିଲାନ୍ସ ପକ୍ଷରୁ ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ, ୩ ଗୁରୁତର
ଅଳିଆ ପକାଇବାକୁ ନେଇ ଦୁଇ ଗାଁ ଲୋକ ହାତାହାତି ହେବା ସହ ଟେକା ପଥର ମାଡ ହୋଇଥିଲା।
Crime
ଭାଣିଜୀ ପ୍ରେମ ବିବାହ କଲା ବୋଲି ଭୋଜିରେ ବିଷ ମିଶାଇଦେଲା ମାମୁ
ଉପସ୍ଥିତ ଲୋକେ ଅଭିଯୁକ୍ତ ମାମୁକୁ ଅଟକାଇବାକୁ ଚେଷ୍ଟା କରିଥିଲେ ବି ସେ ଖସି ପଳାଇଛି।
Crime
ବ୍ରାଉନ୍ସୁଗର ପାଇଁ ମର୍ଡର! ମହିଳା ମାଷ୍ଟରମାଇଣ୍ଡ ସମେତ ୩ ଗିରଫ
ଜେଲ୍ରୁ ବାହାରିବା ପରେ ପ୍ରତିଶୋଧ ପରାୟଣା ହୋଇପଡ଼ିଥିଲେ। ତାଙ୍କ ଜେଲ୍ ଯିବା ପଛରେ ସହଦେବ ନାୟକଙ୍କ ହାତ ଥିବା ସେ ସନ୍ଦେହ କରୁଥିଲେ। ତେଣୁ ତାଙ୍କୁ ରାସ୍ତାରୁ ହଟାଇବା ପାଇଁ ମହିଳା ଜଣକ ଯୋଜନା କରିଥିଲେ।
Crime
୧୭ ବର୍ଷ ପୂର୍ବେ ହୋଇଥିଲା 'ହତ୍ୟା'; ଏବେ ଜୀବନ୍ତ ଧରିଲା ପୁଲିସ
ଏହି ହତ୍ୟା ମାମଲାରେ ୪ଜଣଙ୍କୁ ଗିରଫ ମଧ୍ୟ କରାଗଲା। ସେମାନେ ହତ୍ୟା ଅଭିଯୁକ୍ତ ଭାବରେ ଜେଲରେ ସଜ୍ଜା କାଟିଲେ। ଏବେ ବିହାରର ସେହି ବ୍ୟକ୍ତିଙ୍କୁ ଝାନସୀରୁ ଜୀବନ୍ତ ଧରିଲା ପୁଲିସ।
Crime
ସରୋଜଙ୍କ ପରେ ହଂସିକାଙ୍କ ଆଉ ଜଣେ ସ୍ୱାମୀଙ୍କ ଘରେ IT
ମନୋଜଙ୍କ ଘରୁ ମିଳିଥିବା ଆର୍ଥିକ କାରବାର ସମ୍ପର୍କିତ କାଗଜପତ୍ର ଧରି ବାଲିଗୁଡା ଷ୍ଟେଟ ବ୍ୟାଙ୍କ ଯାଇଥିଲେ ଆୟକର ବିଭାଗ ଟିମ୍। ସେଠାରେ ମଧ୍ୟ ତନାଘନା କରିଥିଲେ। ଗୋଟିଏ ଟିମ୍ ମନୋଜଙ୍କ ଘରେ ଖାନତଲାସୀ କରୁଥିବା ବେଳେ ଆଉ ଗୋଟିଏ ଟିମ୍ ବ୍ୟାଙ୍କରେ ଖୋଳତାଡ଼ କରିଥିଲା।